ଜେମିମାଙ୍କ ସ୍ମରଣୀୟ ଶତକ: ଅଷ୍ଟ୍ରେଲିଆକୁ ହରାଇ ଭାରତ ଫାଇନାଲରେ
ନୂଆଦିଲ୍ଲୀ: ଡିୱାଇ ଷ୍ଟାଡିୟମରେ ଖେଳାଯାଇଥିବା ରୋମାଂଚକର ସେମିଫାଇନାଲ ମୁକାବିଲାରେ ଭାରତ ୫ ୱିକେଟରେ ୭ ଥର ଚାମ୍ପିୟନ ଅଷ୍ଟ୍ରେଲିଆକୁ ହରାଇ ଫାଇନାଲରେ ପ୍ରବେଶ କରିଛି । ଫାଇନାଲରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ମୁକାବିଲା ହେବ ।ଜେମିମା ରୋଡ୍ରିଗ୍ୟୁଜଙ୍କ ଆକର୍ଷଣୀୟ ଶତକ ଓ ହରମନପ୍ରୀତ…