ବ୍ରେଭିସ ଭାଙ୍ଗି ପାରିଲେନି କୋହଲିଙ୍କ ରେକର୍ଡ
ନୂଆଦିଲ୍ଲୀ: ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଶେଷ ହୋଇଯାଇଛି । ଅଷ୍ଟ୍ରେଲିଆ ୨-୧ରେ ସିରିଜ ଜିତିଛି । ଏହି ସିରିଜରେ ଦକ୍ଷିଣ ଆଫ୍ରିକାର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେୱାଲ୍ଡ ବ୍ରେଭିସଙ୍କ ପ୍ରଦର୍ଶନ ସମସ୍ତଙ୍କୁ ପ୍ରଭାବିତ କରିଛି । ସେ ଏହି ସିରିଜରେ…