ପୂର୍ବତନ ମନ୍ତ୍ରୀ ତଥା ନୂଆପଡା ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ବିୟୋଗ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ନୂଆପଡ଼ା: ପରଲୋକରେ ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ । ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା । ସୋମବର ଚିକିତ୍ସାଧୀନ ଅବସ୍ଥାରେ ଚେନ୍ନାଇ ସ୍ଥିତ ଘରୋଇ ହସ୍ପିଟାଲରେ ସେ ଆଜି ଆଖି ବୁଝିଛନ୍ତି ।
ହାର୍ଟ ଟ୍ରାନ୍ସପ୍ଲାଣ୍ଟ ପାଇଁ ଢୋଲକିଆଙ୍କୁ ଚେନ୍ନାଇ…