Robbery Case: ବହୁଚର୍ଚ୍ଚିତ ପାଣିକୋଇଲି ପଣ୍ଡା ଅଳଙ୍କାର ଦୋକାନ ଲୁଟ୍ ମାମଲାରେ ମାଷ୍ଟର ମାଇଣ୍ଡ ଗିରଫ
ଯାଜପୁର: ବହୁଚର୍ଚ୍ଚିତ ପାଣିକୋଇଲି ପଣ୍ଡା ଅଳଙ୍କାର ଦୋକାନ ଲୁଟ୍ ମାମଲା । ମାଷ୍ଟରମାଇଣ୍ଡ ବିକାଶ ରାୟକୁ ବିହାରରୁ ଗିରଫ କଲା ପାଣିକୋଇଲି ପୋଲିସ । ବିହାର-ନେପାଳ ସୀମା ମୋତିହାରିରୁ ବିକାଶ ରାୟକୁ ଉଠାଇ ଆଣିଲା ପୋଲିସ । ବିହାର ଜେଲ୍ରେ ଥାଇ ବ୍ଲୁ ପ୍ରିଣ୍ଟ ରଚିଥିଲା, ଜେଲ୍ରୁ ଖଲାସ ପରେ…