Latest Odisha News

BREAKING NEWS

ଆଜିଠୁ ମାର୍କେଟ ବିଲ୍ଡିଂ ବନ୍ଦ, ଉଠାଦୋକାନୀଙ୍କ ଉଚ୍ଛେଦ ଦାବିରେ ଧାରଣା ଦେବେ ବ୍ୟବସାୟୀ

ଭୁବନେଶ୍ୱର: ଆଜିଠୁ ମାର୍କେଟ ବିଲ୍ଡିଂ ବନ୍ଦ। ଧାରଣା ଦେବ ସେଣ୍ଟ୍ରାଲ ମାର୍କେଟ ବ୍ୟବସାୟୀ ସଂଘ। ଉଠାଦୋକାନୀ-ସେଣ୍ଟ୍ରାଲ ମାର୍କେଟ ଆସୋସିଏସନ ମଧ୍ୟରେ ଘନେଇଛି ବିବାଦ। ଏନେଇ ସୋମବାରଠାରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ମାର୍କେଟ ବିଲ୍ଡିଂ ବନ୍ଦ ରହିବ। ମାର୍କେଟ ବିଲ୍ଡିଂ ପରିସରରେ ଥିବା…

କମିଶନରେଟ୍ ପୋଲିସର ସେଫ୍ ସିଟି ଡ୍ରାଇଭ୍, ବ୍ଲକିଂ ଚେକିଂ ସହ ମଦ୍ୟପ ଖଟିରେ ଚଢଉ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କମିଶନରେଟ୍ ପୋଲିସର ଚାଲିଛି ସେଫ୍ ସିଟି ଡ୍ରାଇଭ୍ ସଙ୍ଗକୁ ମଦ୍ୟପ ଖଟିରେ ଚଢଉ। ବଢାଇଛି ନାଇଟ୍ ପାଟ୍ରୋଲିଂ। ବିଭିନ୍ନ ଛକରେ ଚେକିଂ ଓ ବ୍ଲକିଂ କରାଯାଉଥିବା ବେଳେ ମଦ୍ୟପ ଖଟିମାନଙ୍କରେ ଜୋରଦାର ଚଢଉ କରାଯାଉଛି। ରବିବାର ସନ୍ଧ୍ୟାରେ କ୍ୟାପିଟାଲ,…

ଆଜି ବିରୋଧୀଙ୍କ ଦ୍ଵିତୀୟ ମହାବୈଠକ; ଡିନରରେ ସାମିଲ ହେବେନି ଶରଦ, ମମତା

ନୂଆଦିଲ୍ଲୀ: ୨୦୨୪  ସାଧାରଣ ନିର୍ବାଚନ ପାଇଁ ଏକାଠି  ହେଉଛନ୍ତି ବିରୋଧୀ ।ଆଜି ୨୪ ବିରୋଧୀ ଦଳର ମହାବୈଠକ । ତିଆରି କରିବେ ମିଳିତ  ମିଳିତ ରଣନୀତି  ।  ୨୦୨୪ ରେ ଗଢିବେ  ବିଜେପି ବିରୋଧୀ ସରକାର ।  ଆଜି କର୍ଣ୍ଣାଟକର ବେଙ୍ଗାଲୁରୁରେ ହେବ ବିରୋଧୀଙ୍କ ମହାବୈଠକn। କଂଗ୍ରେସ ନେତୃତ୍ୱଧୀନ…

ବିଆରଏସ ଛାଡି କଂଗ୍ରେସକୁ ଫେରିବେ ଗିରିଧର ଗମାଙ୍ଗ !

ଭୁବନେଶ୍ୱର: ବିଜେପିରୁ ଇସ୍ତଫା ଦେବା ପରେ ରାଜଧାନୀରୁ ସ୍ବତନ୍ତ୍ର ଚାଟାର୍ଡ ବିମାନରେ ହାଇଦ୍ରାବାଦ ଯାଇ ଭାରତ ରାଷ୍ଟ୍ର ସମିତି (ବିଆରଏସ)ରେ ଯୋଗ ଦେଇଥିବା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ପୁରୁଖା ରାଜନେତା ଗିରିଧର ଗମାଙ୍ଗ ଏବେ କୁଆଡେ କଂଗ୍ରେସକୁ…

ଦେଶର କେଉଁ ରାଜନୈତିକ ଦଳ ପାଖରେ କେତେ ବିଧାୟକ, ତାଲିକାରେ ବିଜେଡିର ସ୍ଥାନ କେଉଁଠି?

ନୂଆଦିଲ୍ଲୀ/ଭୁବନେଶ୍ୱର: ଦେଶରେ ହେବାକୁ ଥିବା ଆଗାମୀ ଲୋକସଭା ନିର୍ବାଚନକୁ ବର୍ଷେରୁ କମ୍ ସମୟ ବାକି ରହିଛି। ଲୋକସଭା ପୂର୍ବରୁ ଅନେକ ରାଜ୍ୟରେ ବିଧାନସଭା ନିର୍ବାଚନ ମଧ୍ୟ ଅନୁଷ୍ଠିତ ହେବ। ଏଥିମଧ୍ୟରୁ ରାଜସ୍ଥାନ, ମଧ୍ୟପ୍ରଦେଶ, ତେଲେଙ୍ଗାନା ସମେତ କେତେକ ରାଜ୍ୟରେ ଚଳିତ ବର୍ଷ ଶେଷ ସୁଦ୍ଧା…

ଜି-୨୦ ସିଙ୍ଗାପୁର-ଭାରତ ହକାଥନ ୨୦୨୩ ସମାରୋହରେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ସିଙ୍ଗାପୁରର ଉପପ୍ରଧାନମନ୍ତ୍ରୀ ତଥା ଅର୍ଥ ମନ୍ତ୍ରୀ ଲାରେନ୍ସ ଓଙ୍ଗ୍ ରବିବାର ଆଇଆଇଟି ଗାନ୍ଧିନଗରରେ ଅନୁଷ୍ଠିତ ‘ଜି-୨୦ ସିଙ୍ଗାପୁର ଭାରତ ହକାଥନ-୨୦୨୩’ର ତୃତୀୟ ସଂସ୍କରଣରେ ଯୋଗଦେଇଛନ୍ତି ।…

ରେଡିଓ କୋଲାର ପାଇଁ ବାଘ ମୃତ୍ୟୁ ଖବର ଗୁଜବ କହିଲେ ସରକାର

ନୂଆଦିଲ୍ଲୀ: ଭାରତରେ ଚିତା ବାଘଙ୍କ ସଂଖ୍ୟା ବୃଦ୍ଧି ପାଇଁ କେନ୍ଦ୍ର ସରକାର ଟ୍ରାନ୍ସଲୋକେସନ (ସ୍ଥାନାନ୍ତରଣ) ଜରିଆରେ ଦକ୍ଷିଣ ଆଫ୍ରିକା ଓ ନାମିବିୟାରୁ ୨୦ଟି ଚିତା ଆଣି ମଧ୍ୟପ୍ରଦେଶର କୁନୋ ଜାତୀୟ ଉଦ୍ୟାନରେ ଛାଡିଥିଲେ । ସେମାନଙ୍କ ସ୍ୱଚ୍ଛ ବିଚରଣ ଓ ଖାଦ୍ୟ ଶିକାର ପାଇଁ ମଧ୍ୟ ଏହି…

ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପ: ୨୭ ପଦକ ସହ ତୃତୀୟ ସ୍ଥାନରେ ଭାରତ

ନୂଆଦିଲ୍ଲୀ: ଥାଇଲାଣ୍ଡରେ ଅନୁଷ୍ଠିତ ଏସିଆନ ଆଥଲେଟିକ୍ସ ଚାମ୍ପିୟନଶିପରେ ଭାରତ ୨୭ ପଦକ ସହ ପଦକ ତାଲିକାରେ ତୃତୀୟ ସ୍ଥାନରେ ରହି ଅଭିଯାନ ଶେଷ କରିଛି । ଏଥିରେ ୬ ସ୍ୱର୍ଣ୍ଣ ପଦକ ସାମିଲ । ଅନ୍ତିମ ଦିବସରେ ଭାରତୀୟ ଆଥଲେଟ ୯ ରୌପ୍ୟ ଓ ୫ ବ୍ରୋଞ୍ଜ ପଦକ ଜିତିଥିଲେ । ୮୦୦ ମିଟର ଦୌଡର ପୁରୁଷ…

୨୦ ଟଙ୍କା ଲୋଭ ଦେଖାଇ ଆଖି ପିଛୁଳାକେ ଲୁଟିନେଲେ ୧୦ ଲକ୍ଷ, ଭିଡିଓ ଭାଇରାଲ୍

ବିଶାଖାପାଟଣା: ଦିନ ଦ୍ୱିପ୍ରହରରେ ଆଖି ପିଛୁଳାକେ ୨୦ ଟଙ୍କା ତଳେ ପକାଇ ଦେଇ ଲୁଟି ନେଲେ ୧୦ ଲକ୍ଷ ଟଙ୍କା । ଏଭଳି ଘଟଣା ଘଟିଛି ଆନ୍ଧ୍ରପ୍ରଦେଶର ଗୁଣ୍ଟୁର । ଯାହାର ଭିଡିଓ ଏବେ ସୋସିଆଲ୍ ମିଡିଆରେ ଭାଇରାଲ୍ ହେବାରେ ଲାଗିଛି । https://twitter.com/i/status/1680434618250698752…

ଫାଇଭ ଟି ସଚିବଙ୍କ ଗସ୍ତକୁ ବିରୋଧ କରି ବିଜେପିର ଧାରଣା

ଦେବଗଡ: ଫାଇଭ ଟି ସଚିବ ଭି. କେ. ପାଣ୍ଡିଆନଙ୍କ ସମ୍ବଲପୁର ଜିଲ୍ଲା ରାଇରଖୋଲ ଓ ଦେବଗଡ଼ ଗସ୍ତକୁ ବିରୋଧ କରି ରବିବାର ବିଜେପି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଆସନ୍ତା ସାଧାରଣ ନିର୍ବାଚନରେ ଶାସକ ବିଜୁ ଜନତା ଦଳକୁ ଭୋଟ୍ ଦେବା ଲକ୍ଷ୍ୟରେ ପାଣ୍ଡିଆନଙ୍କ ଏହି ଗସ୍ତକୁ ଏକ ରାଜନୈତିକ…