ସୂଚନା ଏବଂ ଲୋକସମ୍ପର୍କ ବିଭାଗ ବିଜେପିର ନିର୍ବାଚନ ପ୍ରଚାର କରୁଥିବା ଅଭିଯୋଗ ଆଣି ମୁଖ୍ୟନିର୍ବାଚନ ଅଧିକାରୀଙ୍କୁ…
ଭୁବନେଶ୍ୱର: ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଦ୍ୱାରା ଆଦର୍ଶ ଆଚରଣ ସଂହିତା ଉଲ୍ଲଂଘନ ଏବଂ ନୂଆପଡା ବିଧାନସଭା ଉପନିର୍ବାଚନ ସମୟରେ ସରକାରୀ କଳର ଅପବ୍ୟବହାର ସମ୍ପର୍କରେ ଆଜି ମୁଖ୍ୟନିର୍ବାଚନ ଅଧିକାରୀଙ୍କ ଠାରେ ଫେରାଦ ହେଲା କଂଗ୍ରେସ । ପିସିସି ପକ୍ଷରୁ ଏକ ପ୍ରତିନିଧି ଦଳ…