Antyodaya Houses: ବଡ଼ ଘୋଷଣା କଲେ ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର
ଭୁବନେଶ୍ୱର: ଆସନ୍ତା ୧୭ରେ ୫୦ ହଜାର ଅନ୍ତ୍ୟୋଦୟ ଘର ବାଣ୍ଟିବେ ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ବଣ୍ଟାଯିବ ୫୦ ହଜାର ଅନ୍ତ୍ୟୋଦୟ ଘର। ଏନେଇ ସୂଚନା ଦେଲେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ।
ମନ୍ତ୍ରୀ କହିଛନ୍ତି, 'ମୋଦିଙ୍କ ଜନ୍ମଦିନରେ ଅନ୍ତ୍ୟୋଦୟ ଗୃହ…