ଏଣିକି ଖଣି ଉପରେ ମନଇଚ୍ଛା ଟିକସ ଲଗାଇପାରିବେନି ରାଜ୍ୟ!
ଭୁବନେଶ୍ୱର: ଖଣି ଉପରେ କେନ୍ଦ୍ରର ପୂର୍ଣ୍ଣ ନିୟନ୍ତ୍ରଣ ରହିବ କି? ଖଣି ଓ ଖଣିଜ ସମ୍ପଦକୁ ନେଇ କେନ୍ଦ୍ର ସରକାର ଆଣିଛନ୍ତି ସଂଶୋଧିତ ଏମ୍ଏମ୍ଡିଆର୍ ବିଲ୍। ସଂସଦର ମୌସୁମୀ ଅଧିବେଶନରେ, କେନ୍ଦ୍ର ସରକାର ଖଣି ଏବଂ ଖଣିଜ ସମ୍ବନ୍ଧୀୟ ନିୟମ ସଂଶୋଧନ ପାଇଁ ଏକ ବିଲ୍ ଆଗତ କରିଥିଲେ। ଯଦି ଏହା…