କ୍ରୁଟ୍ର ବିଭିିନ୍ନ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଡିଜିଟାଲ ଟିକେଟିଂରେ ମିଳିବ ରିହାତି…
ଭୁବନେଶ୍ୱର: ସ୍ୱାୟତ୍ତ ଶାସନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭିନ୍ନ ସେବାର ଶୁଭାରମ୍ଭ କରିଛନ୍ତି। ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅନ୍ତର୍ଗତ କ୍ୟାପିଟାଲ ରିଜନ୍ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ୍) ଆମବସ୍ ସେବାରେ ସାଧାରଣ ଯାତ୍ରୀଙ୍କ ପାଇଁ ବିଭିନ୍ନ ସୁବିଧାମୂଳକ ସେବା…