Abhijit Majumdar: ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଅସୁସ୍ଥ; ଘରୋଇ ହସ୍ପିଟାଲରେ ଭର୍ତ୍ତି
କଟକ:ଓଡ଼ିଆ ସଙ୍ଗୀତ ଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଓ ସଂଗୀତକାର ଅଭିଜିତ ମଜୁମଦାର ଅସୁସ୍ଥ । ଚିକିତ୍ସା ନିମନ୍ତେ କଟକର ସିଡିଏ ସ୍ଥିତ ଏକ ଘରୋଇ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ବର୍ତ୍ତମାନ ତାଙ୍କର ଚିକିତ୍ସା ଜାରି ରହିଥିବା ସୂଚନା ମିଳିଛି ।
ଗତ କିଛି ଦିନ ଧରି ତାଙ୍କର…