ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବରେ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଯୋଗଦାନ
ଭୁବନେଶ୍ବର: ଆଜି ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ମୁଖ୍ୟାଳୟରେ ସଂଗ୍ରାମ କେଶରୀ ମହାପାତ୍ର ପରିଷଦର ଅଧ୍ୟକ୍ଷ(ଭାରପ୍ରାପ୍ତ) ଭାବରେ ଯୋଗଦାନ କରିଛନ୍ତି। ଏହି ଅବସରରେ ପରିଷଦର ସମସ୍ତ ଅଧିକାରୀ ଓ କର୍ମଚାରୀ ମହାପାତ୍ରଙ୍କୁ ଅଭିବାଦନ ଜଣାଇଥିଲେ।
ସୂଚନାଯୋଗ୍ୟ ଯେ ସଂଗ୍ରାମ କେଶରୀ ମହାପାତ୍ର…