ଟାଇମପାସ୍ ‘ବହିବର୍ଷା’; ଲୋକାର୍ପିତ ହେଲା ୧୩ ପୁସ୍ତକ
ଭୁବନେଶ୍ୱର: ଟାଇମପାସ ପ୍ରକାଶନ ପକ୍ଷରୁ ଆୟୋଜିତ ପଞ୍ଚମ ‘ବହିବର୍ଷା’ରେ ଲୋକାର୍ପିତ ହୋଇଯାଇଛି ତେରଟି ପୁସ୍ତକ। ବର୍ଷଣମୁଖର ସଂଧ୍ୟାରେ ଅନୁଷ୍ଠିତ ଏହି ମାରାଥନ୍ ପୁସ୍ତକ ଲୋକାର୍ପଣ ଉତ୍ସବକୁ ଶଙ୍ଖହୁଳହୁଳି ନାଦରେ ନଡ଼ିଆ ଭାଙ୍ଗି ଉଦ୍ଘାଟନ କରିଥିଲେ ଦୀର୍ଘ ଚାଳିଶ ବର୍ଷ ଧରି ହିମାଳୟ…