ରାଜଧାନୀରେ ୫୦% କର୍ମଚାରୀଙ୍କ ପାଇଁ ଘରୁ କାମ ବାଧ୍ୟତାମୂଳକ: ଉଲ୍ଲଂଘନ କଲେ ଦେବେ ଫାଇନ୍
ନୂଆଦିଲ୍ଲୀ: ବିଷ ବଳୟରେ ଦେଶର ରାଜଧାନୀ ଦିଲ୍ଲୀ। ଏହି କାରଣରୁ ଲୋକମାନେ ବହୁତ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦିଲ୍ଲୀରେ କ୍ରମାଗତ ଭାବରେ ବଢୁଥିବା ପ୍ରଦୂଷଣକୁ ଦୃଷ୍ଟିରେ ରଖି, ଦିଲ୍ଲୀ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ଦିଲ୍ଲୀର ସମସ୍ତ ସରକାରୀ ଏବଂ ବେସରକାରୀ…