National Highway: ପୁରୀ-ଭୁବନେଶ୍ବର ଜାତୀୟ ରାଜପଥକୁ ୮ ଲେନ୍ କରାଯିବ: ମନ୍ତ୍ରୀ
ପୁରୀ: ୮ ଲେନ୍ ହେବ ପୁରୀ-ଭୁବନେଶ୍ବର ଜାତୀୟ ରାଜପଥ । ପୁରୀ-କୋଣାର୍କ, ପୁରୀ-ସାତପଡ଼ା ଏବଂ ପିପିଲି-କୋଣାର୍କ ରାଜପଥ ୪ ଲେନ୍ ବିଶିଷ୍ଟ କରାଯିବ । ଏଥିପାଇଁ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦିଆଯିବ ବୋଲି କହିଛନ୍ତି ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏଥିପାଇଁ…