ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ା -୨୦୨୫; କିଟ୍ ପଦକ ବିଜେତାଙ୍କୁ ସମ୍ବର୍ଦ୍ଧନା
ଭୁବନେଶ୍ୱର: ଜର୍ମାନୀର ରାଇନ୍-ରୁହରଠାରେ ବିଶ୍ୱ ବିଶ୍ୱବିଦ୍ୟାଳୟ କ୍ରୀଡ଼ା ୨୦୨୫ରେ ଭାରତର ପ୍ରତିନିଧିତ୍ୱ କରିଥିଲେ କିଟ୍ ବିଶ୍ୱବିଦ୍ୟାଳୟର ୧୧ଜଣ କ୍ରୀଡ଼ାବିତ୍। ସେମାନଙ୍କୁ ଆଜି କିଟ୍ ବିଶ୍ୱବିଦ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି।
ଏହି କ୍ରୀଡ଼ା ପ୍ରତିଯୋଗୀତାରେ ରୌପ୍ୟ ପଦକ…