ରାଜସ୍ୱ ବିଭାଗରେ ସମସ୍ତ ଅଧିକାରୀ ଓ କର୍ମଚାରୀ ପରିଧାନ କଲେ ପାରମ୍ପରିକ ହସ୍ତତନ୍ତ ପୋଷାକ
ଭୁବନେଶ୍ୱର: ରାଜସ୍ୱ ବିଭାଗ ପକ୍ଷରୁ ଆଜି ଶୁକ୍ରବାର ଦିନ ହସ୍ତତନ୍ତ ବସ୍ତ୍ର ପରିଧାନ ଉଦ୍ୟମକୁ ଉତ୍ସାହର ସହିତ ପାଳନ କରାଯାଇଛି । ଏହି ଅବସରରେ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀ ଓଡ଼ିଶାର ସମୃଦ୍ଧ ଓ ପାରମ୍ପରିକ ହସ୍ତତନ୍ତ ପୋଷାକ ପରିଧାନ କରି କାର୍ଯ୍ୟାଳୟକୁ ଆସିଥିଲେ । ଏହା ମାଧ୍ୟମରେ…