ଆଶ୍ରମ ସ୍କୁଲରେ +୨ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ହତ୍ୟା ଅଭିଯୋଗ…
ସୋନପୁର: ସୋନପୁର ତରଭା ଆଶ୍ରମ ସ୍କୁଲର ହଷ୍ଟେଲରେ ରହୁଥିବା ଜଣେ +୨ ଦ୍ଵିତୀୟ ବର୍ଷର ଛାତ୍ରଙ୍କ ସନ୍ଦେହଜନକ ଭାବରେ ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି।
ବର୍ତ୍ତମାନ୍ ସୁଦ୍ଧା ତାଙ୍କ ମୃତ୍ୟୁର ସଠିକ୍ କାରଣ ଜଣାପଡ଼ିନାହିଁ।କିନ୍ତୁ ତାଙ୍କୁ ନିର୍ମମ ଭାବରେ ମାଡ଼ ମାରିବା ପରେ ମୃତ୍ୟୁ…