Hirakud dam: ହୀରାକୁଦ ଡ୍ୟାମ୍ର ଆଉ ୪ଟି ଗେଟ୍ ଖୋଲିଲା;ତଳମୁଣ୍ଡକୁ ସତର୍କ ସୂଚନା
ସମ୍ବଲପୁର:ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି । ଜଳଧାରଣ କ୍ଷମତାକୁ ଦୃଷ୍ଟିରେ ରଖି ଆଜି ଅପରାହଣରେ ପୁଣି ୪ଟି ଗେଟ୍ ଖୋଲି ଦିଆଯାଇଛି। ଆଜି ସକାଳ ୧୦ଟାରେ ହୀରାକୁଦ ଜଳଭଣ୍ଡାରରୁ ୪ଟି ଗେଟ୍ ଖୋଲା ଯାଇଥିଲା ।ବର୍ତ୍ତମାନ ୮ଟି ଗେଟ୍ ଦେଇ ହେଉଛି…