ବଜ୍ରାଘାତରେ ଚାଷୀ ମୃତ, ୩ ଗୁରୁତର
ଅନୁଗୋଳ: ଅନୁଗୋଳ ଜିଲ୍ଲାରେ ରବିବାର ହଠାତ୍ ବଜ୍ରପାତ ଘଟି ଜଣେ ଚାଷୀଙ୍କ ମୃତ୍ୟୁ ଘଟିଥିବାବେଳେ ତିନି ଜଣ ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁଯାୟୀ, ପାଲଲହଡା ଥାନା ଅନ୍ତର୍ଗତ ନାଥପୋସି ଗ୍ରାମରେ ସକାଳ ପ୍ରାୟ ୧୦ ଟାରୁ ୧୦.୩୦ ସମୟରେ ପ୍ରାୟ ୧୨ ଜଣ ପୁରୁଷ ଓ ମହିଳା ବିଲରେ କାମ କରୁଥିବା…