Assembly Monsoon Session: ସେପ୍ଟେମ୍ବର ୧୮ରୁ ବିଧାନସଭା ମୌସୁମୀ ଅଧିବେଶନ
ଭୁବନେଶ୍ୱର: ଖୁବ୍ ଶୀଘ୍ର ବିଧାନସଭା ମୌସୁମୀ ଅଧିବେଶନ। ସେପ୍ଟେମ୍ବର ୧୮ରୁ ୨୫ ଯାଏଁ ମୌସୁମୀ ଅଧିବେଶନ ନେଇ ସୂଚନା ମିଳିଛି। ମୌସୁମୀ ଅଧିବେଶନ ନେଇ ବାଚସ୍ପତିଙ୍କ ଅଫିସ୍ ପକ୍ଷରୁ ସୂଚନା ମିଳିଛି। ତେବେ ବିଧାନସଭାର ମୌସୁମୀ ଅଧିବେଶନ ନେଇ ବିଧିବଦ୍ଧ ବିଜ୍ଞପ୍ତିକୁ ଅପେକ୍ଷା କରାଯାଇଛି।…