ରାଜ୍ୟରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ, ପବନ ସମ୍ଭାବନା: ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
ଭୁବନେଶ୍ୱର: ସାରା ରାଜ୍ୟରେ ଗୁରୁବାର ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ତେବେ ଆଜି ୩ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।…