କଟକ ହିଂସା ଘଟଣାରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ
ଭୁବନେଶ୍ୱର: କଟକରେ ଦେଖାଯାଇଥିବା ଗୋଷ୍ଠୀ ବିବାଦ ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସମସ୍ତଙ୍କୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ନିବେଦନ କରିଛନ୍ତି।
ଏନେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ କଟକ ସହର ହେଉଛି ହଜାର ବର୍ଷର ସହର। ଭାଇଚାରାର ଅନନ୍ୟ…