ମହିଳା କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର; ମୃତ୍ୟୁ ପୂର୍ବରୁ ଭିଡିଓ କରି…
ନୂଆପଡା: ନୂଆପଡ଼ା ରେଳ ଷ୍ଟେସନ୍ ପାଖ ଏକ ଗଛରୁ ମହିଳା କନେଷ୍ଟବଳଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ମୃତକ ମହିଳା କନେଷ୍ଟବଳ ଜଣକ ହେଲେ ରୁକ୍ମଣୀ ନାଗ । ମୃତ୍ୟୁ ପୂର୍ବରୁ ଏକ ଭିଡିଓ କରି ଝୁଲି ପଡ଼ିଥିବା ସୂଚନା ରହିଛି । ସେ ନୂଆପଡ଼ା ପୋଲିସରେ କାର୍ଯ୍ୟରତ ଥିଲେ ।
ନୂଆପଡ଼ା ପୋଲିସ ମୃତ…