World Weightlifting Championships: ବିଶ୍ୱ ଚାମ୍ପିଅନସିପରେ ରୌପ୍ୟ ହାତେଇଲେ ମୀରାବାଇ ଚାନୁ
ନୂଆଦିଲ୍ଲୀ: ଭାରତର ଷ୍ଟାର ମହିଳା ଭାରୋତ୍ତୋଳନକାରୀ, ମୀରାବାଇ ଚାନୁ, ୨୦୨୫ ବିଶ୍ୱ ଚାମ୍ପିଅନସିପରେ ରୌପ୍ୟ ପଦକ ଜିତିଛନ୍ତି। ସେ ବିଶ୍ୱ ଭାରୋତ୍ତୋଳନ ଚାମ୍ପିଅନସିପରେ ୪୮ କିଲୋଗ୍ରାମ ଓଜନ ବର୍ଗରେ ଅଂଶଗ୍ରହଣ କରିଥିଲେ ଏବଂ ତିନି ବର୍ଷ ପରେ ଏହି ପ୍ରମୁଖ ଟୁର୍ଣ୍ଣାମେଣ୍ଟରେ ପଦକ ଜିତିଥିଲେ।…