ମୃତ୍ୟୁ ପରେ ଅଙ୍ଗ ଦାନ; ୨୪ ଜଣଙ୍କୁ ସୂରଜ ସମ୍ମାନ ପ୍ରଦାନ
ଭୁବନେଶ୍ଵର: ଅଙ୍ଗଦାନଠୁ ମହତ କାର୍ଯ୍ୟ କିଛି ନାହିଁ। ଅଦ୍ୟାବଧି ରାଜ୍ୟରେ ୧୪ଟି ଚିକିତ୍ସାଳୟକୁ ଅଙ୍ଗ ପ୍ରତିରୋପଣ ନିମନ୍ତେ ପଞ୍ଜୀକୃତ କରାଯାଇଛି।
ଆଜି ଲୋକସେବା ଭବନ ସମ୍ମିଳନୀ କକ୍ଷରେ ବିଶ୍ୱ ଅଙ୍ଗ ଦାନ ଦିବସ ପାଳନ ହୋଇଛି। ଏହି ଅବସରରେ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ, ସଂସଦୀୟ…