ମହାନଦୀ ଜଳ ବିବାଦ: ନବୀନଙ୍କ ପ୍ରଶ୍ନ, ସରକାରଙ୍କ ଆପୋଷ ସମାଧାନ କଣ ସାର୍ବଜନୀନ କରନ୍ତୁ
ଭୁବନେଶ୍ୱର: ମହାନଦୀ ଜଳ ବିବାଦକୁ ଆପୋଷ ସମାଧାନ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରସ୍ତାବ ପରେ ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସରକାରଙ୍କ ଉଦ୍ଦେଶ୍ୟ ନେଇ ଗୁରୁତର ପ୍ରଶ୍ନ ଉଠାଇଛନ୍ତି।
ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା…