ଅଧିକାର ପାଇଁ ସ୍ୱର ଉଠେଇବା ଅପରାଧ ନୁହେଁ: ଉପ-ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଅଧିକାରୀ ପାଇଁ ସ୍ୱର ଉଠେଇବା ଅପରାଧ ନୁହେଁ। ଆଜି ଲୋକସେବା ଭବନ କର୍ମଚାରୀମାନଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମରେ ଯୋଗ ଦେଇ ଏଭଳି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। କର୍ମକ୍ଷେତ୍ରରେ ମହିଳାମାନଙ୍କ ଉପରେ ଯୌନ ନିର୍ଯାତନା (ନିବାରଣ, ନିଷେଧ ଓ ନିରାକରଣ) ଆଇନ ୨୦୧୩…