Low Pressure: ପାର୍ବଣକୁ ଫିକା କରିବ ପ୍ରବଳ ବର୍ଷା, ଆସନ୍ତା ୧ ରେ ଆସୁଛି ଆଉ ଏକ ଲଘୁଚାପ
ଭୁବନେଶ୍ୱର: ପାର୍ବଣକୁ ଫିକା କରିପାରେ ଲଘୁଚାପଜନିତ ବର୍ଷା। ଆସନ୍ତା ୧ ତାରିଖ ବେଳକୁ ପୁଣି ଲଘୁଚାପ କ୍ଷେତ୍ର ସମ୍ଭାବନା। ୩୦ରେ ଉତ୍ତର ଆଣ୍ଡାମାନ ସାଗରରେ ନୂତନ ଘୂର୍ଣ୍ଣିବଳୟ ପ୍ରବେଶ। ପ୍ରଭାବରେ ଉତ୍ତର ପାର୍ଶ୍ୱବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ।…