ଫୁଡ୍ ପ୍ରୋସେସିଂ ହବ୍ ହେବ ଓଡ଼ିଶା
ଭୁବନେଶ୍ୱର: ଓଡ଼ିଶାକୁ ଫୁଡ୍ ପ୍ରୋସେସିଂ ହବ୍ରେ ପରିଣତ କରିବାକୁ ଲକ୍ଷ୍ୟ। ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ଓଡ଼ିଶାକୁ ଏକ ପ୍ରମୁଖ ନିବେଶ କେନ୍ଦ୍ରରେ ପରିଣତ କରିବାକୁ ରାଜ୍ୟ ସରକାରଙ୍କ ବଡ଼ ପ୍ରୟାସ। ଏଥିପାଇଁ ନୂଆଦିଲ୍ଲୀରେ ଆୟୋଜନ ହେଉଛି ‘ଓଡ଼ିଶା ଫୁଡ୍ ପ୍ରୋ–୨୦୨୬’। ଜାତୀୟ ସ୍ତରରେ…