କୂଅରୁ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର, ଗଣିଆ-କଣ୍ଟିଲୋ ରାସ୍ତା ଅବରୋଧ
ନୟାଗଡ଼: କୂଅରୁ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର । ପ୍ରତିବାଦରେ ରାସ୍ତାରୋକ । ନୟାଗଡ଼ ଜିଲ୍ଲା ଗଣିଆ ବ୍ଲକ ବେଲପଡା ପ୍ରାଥମିକ ବିଦ୍ୟାଳୟର ପଞ୍ଚମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର ହୋଇଛି ।
ଗତକାଲି ବିଦ୍ୟାଳୟରୁ ଶୌଚ ଯିବାକୁ କହି ଆଉ ଫେରିନଥିଲେ। ବହୁ ଖୋଜାଖୋଜି ପରେ କୌଣସି ପତ୍ତା…