ସପ୍ତାହରେ ଦୁଇଥର ଆମ ବସରେ ଯାତ୍ରା କରିବେ କ୍ରୁଟ୍ ଅଧିକାରୀ
ଭୁବନେଶ୍ୱର: ଆମ ବସ୍ ସେବାରେ ସାଧାରଣ ଯାତ୍ରୀଙ୍କ ଯାତ୍ରା ଅଭିଜ୍ଞତା ବୃଦ୍ଧି ନେଇ କ୍ରୁଟ୍ ପକ୍ଷରୁ ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। କ୍ରୁଟ୍ ପରିଚାଳନା ନିର୍ଦ୍ଦେଶକ ଡକ୍ଟର ଏନ୍ ଥିରୁମାଲା ନାଏକ କ୍ରୁଟ୍ର ସମସ୍ତ ସଦସ୍ୟମାନଙ୍କୁ ସପ୍ତାହରେ ଅନ୍ତତଃ ଦୁଇଥର ଆମବସ୍ରେ ଯାତ୍ରା…