Latest Odisha News

BREAKING NEWS

ଭିଜିଲାନ୍ସ ଜାଲରେ ଫସିଲେ ଜୁନିଅର କ୍ଲର୍କ ଓ ସହଯୋଗୀ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ବୁଧବାର ଦିନ ଖୋର୍ଦ୍ଧା ଜିଲ୍ଲାର ବାଲିପାଟଣାରେ ଥିବା ସବ-ରେଜିଷ୍ଟ୍ରାର କାର୍ଯ୍ୟାଳୟର ଜଣେ କନିଷ୍ଠ କ୍ଲର୍କ ଏବଂ ତାଙ୍କ ସହଯୋଗୀଙ୍କୁ ଗିରଫ କରିଛନ୍ତି। ସୁକାନ୍ତ କୁମାର ସିଂହ ନାମକ କନିଷ୍ଠ କ୍ଲର୍କ ପଞ୍ଜିକୃତ ଟ୍ରଷ୍ଟ ଡିଡ୍ ହସ୍ତାନ୍ତର…

ସୌମ୍ୟାଶ୍ରୀ ଝଡ଼…ପଡ଼ିଲାଣି ଚାପ !

ଭୁବନେଶ୍ୱର: ସୌମ୍ୟାଶ୍ରୀ ମୃତ୍ୟୁ ମାମଲାକୁ ନେଇ ହୁଲୁସ୍ତୁଲୁ ପୂରା ରାଜ୍ୟ । ବୁଧବାର ବିଜେଡି ତ ଗୁରୁବାର ଗର୍ଜିବ କଂଗ୍ରେସ । ବଢୁଛି ପଛେ ଥମିବାର ନାଁ ନେଉନି ସୌମ୍ୟାଶ୍ରୀ ଝଡ଼ । କେବଳ ରାଜ୍ୟ ନୁହେଁ ସାରା ଦେଶରେ ଘଟଣାକୁ ନେଇ ପ୍ରତିକ୍ରିୟା ରଖୁଛନ୍ତି ରାଜନେତା। କୁହାଯାଉଛି, ବିରୋଧ,…

ୱେଷ୍ଟଇଣ୍ଡିଜ କ୍ରିକେଟର ଉନ୍ନତି ପାଇଁ ୩ ମହାନ ଖେଳାଳିଙ୍କୁ ଡାକିଲା ବୋର୍ଡ

କିଙ୍ଗଷ୍ଟନ: ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ୨୭ ରନରେ ଅଲଆଉଟ ହେବା ୱେଷ୍ଟଇଣ୍ଡିଜ କ୍ରିକେଟରେ ହଇଚଇ ସୃଷ୍ଟି କରିଛି । ବିଶ୍ୱ କ୍ରିକେଟରେ ଏହା ଦ୍ୱିତୀୟ ସର୍ବନିମ୍ନ ସ୍କୋର । ଏହା ପରେ କ୍ରିକେଟ ୱେଷ୍ଟଇଣ୍ଡିଜ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ଆରମ୍ଭ କରିଛି । ୱେଷ୍ଟଇଣ୍ଡିଜ…

ଆପଣ ବି ହେଇପାରିବେ ସୁଦର୍ଶନ ପଟ୍ଟନାୟକଙ୍କ ଭଳି ବାଲୁକା ଶିଳ୍ପୀ: ପଢନ୍ତୁ ରିପୋର୍ଟ

ଭୁବନେଶ୍ୱର: ଦେଶରେ ପ୍ରଥମ ଥର ପାଇଁ, ଇନ୍ଦିରା ଗାନ୍ଧୀ ଜାତୀୟ ମୁକ୍ତ ବିଶ୍ୱବିଦ୍ୟାଳୟ (IGNOU) ବିଶ୍ୱ ପ୍ରସିଦ୍ଧ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ସହଯୋଗରେ ଏକ ଅନଲାଇନ୍ ବାଲୁକା କଳା ପାଠ୍ୟକ୍ରମ ଆରମ୍ଭ କରିଛି। ଏହି ପାଠ୍ୟକ୍ରମଗୁଡ଼ିକ କେନ୍ଦ୍ର ସରକାରଙ୍କ SWAYAM ଡିଜିଟାଲ…

ଜୁଲାଇ ୨୩ ଯାଏଁ ଜାରି ରହିବ ବର୍ଷା; ଏସବୁ ଜିଲ୍ଲାକୁ ୟେଲୋ ସତର୍କତା ଜାରି

ଭୁବନେଶ୍ୱର: ଜୁଲାଇ ୨୩ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସହିତ ବଜ୍ରପାତ ହେବାର ସମ୍ଭାବନା ଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ବୁଧବାର ଦିନ କହିଛି। ଏହି ସମୟରେ ଦକ୍ଷିଣ-ପଶ୍ଚିମ ବିହାର ଏବଂ ସଂଲଗ୍ନ ପୂର୍ବ ଉତ୍ତର ପ୍ରଦେଶ ଉପରେ ଥିବା ଏକ ଲଘୁଚାପ…

ବିଜେଡିର ବିକ୍ଷୋଭକୁ ନେଇ ପୋଲିସ କମିଶନରଙ୍କ ପ୍ରତିକ୍ରିୟା: ଆନ୍ଦୋଳନ ବେଳେ କୌଣସି ରବର ବୁଲେଟ ଫାୟାର ହୋଇନି

ଭୁବନେଶ୍ୱର: ବିଜେଡିର ବିକ୍ଷୋଭକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୋଲିସ କମିଶନର । ସେ କହିଛନ୍ତି, ୪୦ ପ୍ଲାଟୁନ ପୋଲିସ ମୁତୟନ କରାଯାଇଥିଲା। ଡ୍ରୋନ ଓ ଏଆଇ କ୍ୟାମେରା ବ୍ୟବହାର ହୋଇଥିଲା। ଆନ୍ଦୋଳନକାରୀଙ୍କ ଉପରେ ପୋଲିସ ପକ୍ଷରୁ କମ ବଳ ପ୍ରୟୋଗ କରାଯାଇଛି। ଲୋୟର ପିଏମଜିରେ ବିଜେଡିର ଆନ୍ଦୋଳନ…

୨୦୨୫-୨୬ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାର ଶୁଭାରମ୍ଭ; ଜୁଲାଇ ୧୭ରୁ ଅଗଷ୍ଟ ୧୫ ଯାଏଁ ପଞ୍ଜିକରଣ

ଭୁବନେଶ୍ୱର: ରାଜ୍ୟର ବରିଷ୍ଠ ନାଗରିକମାନଙ୍କୁ ତୀର୍ଥଯାତ୍ରାର ସୁଯୋଗ ଦେବା ପାଇଁ ରାଜ୍ୟ ପର୍ଯ୍ୟଟନ ବିଭାଗ ୨୦୨୫ -୨୬ ଆର୍ଥିକ ବର୍ଷ ପାଇଁ ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଆଜି ଭୁବନେଶ୍ୱରସ୍ଥିତ ପାନ୍ଥନିବାସର ଅଡିଟରିୟମରେ ଆୟୋଜିତ ଏକ ସାମ୍ବାଦିକ…

ବଜ୍ରାଘାତରେ ଚାଲିଗଲା ଶାଶୂ ଓ ବୋହୂଙ୍କ ଜୀବନ

କେନ୍ଦୁଝର:କେନ୍ଦୁଝରର ତେଲକୋଇ ଥାନା ବିଞ୍ଜିବାହାଳ ଗାଁରେ ବଜ୍ରାଘାତ । ବଜ୍ରାଘାତରେ ୨ ମହିଳାଙ୍କ ମୃତ୍ୟୁ । ବିଞ୍ଜିବାହାଳ ଗାଁରେ ବଜ୍ରାଘାତରେ ମୃତ୍ୟୁ ହୋଇଥିବା ଦୁଇ ମହିଳା ସଂପର୍କରେ ଶାଶୂ ଓ ବୋହୂ ବୋଲି ଜଣାପଡିଛି । ମୃତକ ହେଲେ ଟେଣ୍ଟ ନାଏକଙ୍କ ସ୍ତ୍ରୀ ରୁକ୍ମିଣୀ ନାଏକ(୫୦) ଓ ବୋହୂ…

ଓଡ଼ିଶା ବନ୍ଦ ଡାକରାକୁ ନେଇ ଟ୍ବିନ୍‌ ସିଟିରେ କଡ଼ା ସୁରକ୍ଷା, କଂଗ୍ରେସ କର୍ମୀଙ୍କୁ ଜଗିବ ଏଆଇ ଓ ଡ୍ରୋନ୍‌

ଭୁବନେଶ୍ୱର: କଂଗ୍ରେସର ଓଡ଼ିଶା ବନ୍ଦ ଡାକରାକୁ ନେଇ ଟ୍ବିନ୍‌ ସିଟିରେ କଡ଼ା ସୁରକ୍ଷା। ସମସ୍ତ ଆନ୍ଦୋଳନକାରୀଙ୍କ ଉପରେ ନଜର ରଖିବ ଏଆଇ କ୍ୟାମେରା ଓ ଡ୍ରୋନ୍‌। ଆଇନ୍ ଭାଙ୍ଗିଲେ କଡ଼ା କାର୍ଯ୍ୟାନୁଷ୍ଠାନର ଚେତାବନୀ ଦେଲେ ପୋଲିସ କମିଶନର। ଲୋକସେବା ଭବନ, ବିଧାନସଭା, ରାଜୀବ ଭବନରେ କଡ଼ା…

୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ଏନେଇ ସୂଚନା ଜାରି କଲା ସାଧାରଣ ପ୍ରଶାସନ ବିଭାଗ। ଅନିବାର୍ଯ୍ୟ କାରଣ ଯୋଗୁଁ ବନ୍ଦ ରହିବ ଅଭିଯୋଗ ଶୁଣାଣି। ଜୁଲାଇ ୭ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଜୁନ ୩୦…