ଉପମୁଖ୍ୟମନ୍ତ୍ରୀଙ୍କ ଏକ୍ସ ଆକାଉଣ୍ଟ ହ୍ୟାକ…
ମୁମ୍ବାଇ: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ହ୍ୟାଣ୍ଡେଲ ହ୍ୟାକ ହୋଇଯାଇଛି।
ହ୍ୟାକର୍ସମାନେ ତାଙ୍କ ଆକାଉଣ୍ଟରୁ ପାକିସ୍ତାନ ଏବଂ ତୁର୍କୀର ପତାକାର ଫଟୋ ପୋଷ୍ଟ କରିଥିଲେ। ଘଟଣାର ୩୦ରୁ ୪୫ ମିନିଟ୍ ମଧ୍ୟରେ ଆକାଉଣ୍ଟକୁ ହ୍ୟାକର୍ସଙ୍କ…