ଦିଲ୍ଲୀର ପୂର୍ବତନ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ବଡ ଆଶ୍ବସ୍ତି
ନୂଆଦିଲ୍ଲୀ: ଆମ ଆଦମୀ ପାର୍ଟି ନେତା ଏବଂ ପୂର୍ବତନ ପୂର୍ତ୍ତ (ପିଡବ୍ଲୁଡି) ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ କୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି । ସୋମବାର ଦିଲ୍ଲୀର ଏକ କୋର୍ଟ ସତ୍ୟେନ୍ଦ୍ର ଜୈନଙ୍କ ବିରୋଧରେ ଦୁର୍ନୀତି ମାମଲା ବନ୍ଦ କରିଦେଇଛନ୍ତି ।
ଏହି ମାମଲା ନିୟମ ବିରୁଦ୍ଧରେ…