ମାଲକାନଗିରି ଓ ନବରଙ୍ଗପୁର ସମେତ ଏସବୁ ଜିଲ୍ଲାରେ ୩ ଦିନ ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁଁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନକୁ ଦୃଷ୍ଟିରେ ରଖି ମାଲକାନଗିରି ଓ ନବରଙ୍ଗପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ସ୍ୱରୂପ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାବ୍ୟତୀତ…