୧୦୮ ଆମ୍ବୁଲାନ୍ସ ପାଇଁ ସରିଲା ଟେଣ୍ଡର ପ୍ରକ୍ରିୟା, ଆସିବ ୪୩୨ ଆମ୍ବୁଲାନ୍ସ
ଭୁବନେଶ୍ବର: ୧୦୮ ଆମ୍ବୁଲାନ୍ସ ପାଇଁ ସରିଲା ଟେଣ୍ଡର ପ୍ରକ୍ରିୟା । କାଗଜପତ୍ର ପାଇଁ ଲାଗିବ ଆଉ ସପ୍ତାହେ । ତେବେ ଟେଣ୍ଡର ସରିବାର ୬୦ ଦିନରେ ୪୩୨ ଆମ୍ବୁଲାନ୍ସ ଆସିବ। ଏନେଇ ସୂଚନା ଦେଇଛନ୍ତି ୧୦୮ ଆମ୍ବୁଲାନ୍ସ ଓଡ଼ିଶା ମୁଖ୍ୟ ସବ୍ୟସାଚୀ ବିଶ୍ୱାଳ ।
ଭାରତ ସରକାର ଏବଂ ଓଡ଼ିଶା ସରକାରଙ୍କ…