ଆସିଲା ରାୟ; ପ୍ରଜ୍ୱଳ ରେଭନ୍ନାକୁ ଆଜୀବନ କାରାଦଣ୍ଡ ସହ ୫ ଲକ୍ଷ ଟଙ୍କା ଜରିମାନା
ବେଙ୍ଗାଲୁରୁ: ଜନତା ଦଳ (ସେକ୍ୟୁଲର)ର ପୂର୍ବତନ ସାଂସଦ ପ୍ରଜ୍ୱଳ ରେଭନ୍ନାକୁ ଆଜୀବନ କାରାଦଣ୍ଡ । ତାର ଘରୋଇ ସହାୟିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ବେଙ୍ଗାଲୁରୁର ଏକ ସ୍ୱତନ୍ତ୍ର କୋର୍ଟ ପ୍ରଜ୍ୱଳ ରେଭନ୍ନାକୁ ଦଣ୍ଡିତ କରିଛନ୍ତି । ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍ ଡି ଦେବଗୌଡ଼ାଙ୍କ ନାତି…