ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ରଙ୍କ ପୁସ୍ତକ ‘ଖାକୀ ମଉଜ’ ଉନ୍ମୋଚିତ
ଭୁବନେଶ୍ୱର: ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପରାମର୍ଶଦାତା ପ୍ରକାଶ ମିଶ୍ରଙ୍କ ସ୍ଵରଚିତ ପୁସ୍ତକ "ଖାକୀ ମଉଜ" ଉନ୍ମୋଚିତ ହୋଇଯାଇଛି। ଏହି ପୁସ୍ତକକୁ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି।
ଏଥିସହିତ ଜୀବନକୁ ମଉଜ ମନେକରିବା ଏକ କଳା ଏବଂ ଏହି ପୁସ୍ତକ ସେ କଳାର ଏକ ସଫଳ…