Asian Men’s U-17 Handball Championship: ୧୫ରୁ ପ୍ରଥମ ଯୁବ ଏସିଆନ୍ ହ୍ୟାଣ୍ଡବଲ ଚାମ୍ପିଅନସିପ୍; ଭାରତୀୟ ଦଳରେ ୨…
ଭୁବନେଶ୍ୱର: ଜୋଡାନର ରାଜଧାନୀ ଅମାନ ସହରରେ ଚଳିତ ମାସ ୧୫ରୁ ୨୫ ତାରିଖ ପର୍ଯ୍ୟନ୍ତ ପ୍ରଥମ 17 ବର୍ଷରୁ କମ୍ ବାଳକ ଏସିଆନ୍ ହ୍ୟାଣ୍ଡବଲ ପ୍ରତିଯୋଗିତା ଆୟୋଜନ ହେବାକୁ ଯାଉଛି । ଏହି ପ୍ରତିଯୋଗିତାରେ ଓଡ଼ିଶାରୁ ଅଂଶଗ୍ରହଣ କରିବେ ୩ଜଣ । କୋଚ ଭାବେ ଗୌରୀ ଶଙ୍କର ମିଶ୍ର ତଥା ଖେଳାଳି ଭାବେ…