ରାଜ୍ୟର ୧୫ ଜିଲ୍ଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର: ଓଡ଼ିଶାର ଅତି କମରେ ୧୫ଟି ଜିଲ୍ଲାରେ ଶନିବାର ଅପରାହ୍ନରେ ବର୍ଷା, ବଜ୍ରପାତ ସହ ପବନ ବହିବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ପକ୍ଷରୁ ସୂଚନା ଦିଆଯାଇଛି।
ଭୁବନେଶ୍ୱର ଏବଂ କଟକ ସହର ମଧ୍ୟ ପ୍ରଭାବିତ ହେବାର ସମ୍ଭାବନା ଅଛି। ଜାରି ବୁଲେଟିନ…