ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର
ଭୁବନେଶ୍ଵର: ଆଉ ନାହାନ୍ତି ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର । ଶନିବାର କ୍ୟାପିଟାଲ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି । । ଦୀର୍ଘ ଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା ଅନ୍ତିମ ସମୟରେ ତାଙ୍କର ଦୁଇପୁତ୍ର ଦେବାଶିଷ ଓ ଶୁଭାଶିଷ…