ରତ୍ନଭଣ୍ଡାର ଓ ଭୋଗ ମଣ୍ଡପ ଫଟୋ ପ୍ରଘଟ ପ୍ରସଙ୍ଗ: ଶ୍ରୀମନ୍ଦିର ପ୍ରଶାସନ, ରାଜ୍ୟ ଆଇନ ମନ୍ତ୍ରୀଙ୍କୁ ସ୍ପଷ୍ଟୀକରଣ…
ଭୁବନେଶ୍ୱର: ଶ୍ରୀମନ୍ଦିରର ରତ୍ନ ଭଣ୍ଡାର ମରାମତି ପରର ଫଟୋ ଏଏସଆଇ ଦ୍ୱାରା ସାମାଜିକ ଗଣମାଧ୍ୟମ ଏକ୍ସରେ ପୋଷ୍ଟ କରିବା ପରେ ବିଭିନ୍ନ ମହଲରୁ ପ୍ରତିକ୍ରିୟା ପ୍ରକାଶ ପାଇଥିବା ବେଳେ ବିଜୁ ଜନତା ଦଳ ଆଜି ଏହାକୁ ଦୃଢ଼ ନିନ୍ଦା କରିଛି।
ଶଙ୍ଖ ଭଵନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ, ବିଜୁ…