ନିର୍ଯାତନା ଅଭିଯୋଗରେ ଆରଏମସି କର୍ମୀଙ୍କ ଆତ୍ମହତ୍ୟା ଉଦ୍ୟମ
ରାଉରକେଲା: ରାଉରକେଲା ମ୍ୟୁନିସିପାଲ କର୍ପୋରେସନ (ଆରଏମସି)ର ଜଣେ ମହିଳା କର୍ମଚାରୀ କାର୍ଯ୍ୟସ୍ଥଳରେ ନିର୍ଯାତନା ଅଭିଯୋଗ କରି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି।
ସରସ୍ୱତୀ ସାମନ୍ତ ନାମକ ଏହି ମହିଳା ଜଣକ ସୋସିଆଲ ମିଡିଆରେ ଲାଇଭ୍ ଆସି ନିଜ ମାନସିକ ସ୍ଥିତି ବିଷୟରେ କହିବା ପରେ ଏଭଳି ଚରମ…