Weather update: ୧୩ ଯାଏଁ ପ୍ରବଳ ବର୍ଷା ସମ୍ଭାବନା; ଆଜି ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ବର: ଆସନ୍ତା ୧୩ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଓ ବଜ୍ରପାତ ସହିତ ଝଡବର୍ଷାର ସମ୍ଭାବନା ରହିଛି । ତେବେ ଆଜି ରାଜ୍ୟର ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, ଗଜପତି,…