କଟକ, ଖୋର୍ଦ୍ଧା ସମେତ ଏସବୁ ଜିଲ୍ଳାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ରବିବାର ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଓଡ଼ିଶାର ୩ ଜିଲ୍ଲା ପାଇଁ ଅରେଞ୍ଜ ସତର୍କତା ଜାରି କରିଛି।
ଆଗାମୀ ୩ ଘଣ୍ଟା ମଧ୍ୟରେ କଟକ, କେନ୍ଦ୍ରାପଡ଼ା ଏବଂ ଖୋର୍ଦ୍ଧାର କିଛି ସ୍ଥାନରେ ୪୦ କିଲୋମିଟର ବେଗରେ ପବନ ବହିବା ସହିତ ମଧ୍ୟମ ଧରଣର…