ବିଜେଡିର ନବନିଯୁକ୍ତ ଯୁବ ଛାତ୍ର ସଭାପତିଙ୍କ ଦାୟିତ୍ୱ ଗ୍ରହଣ; ନବୀନ ପଟ୍ଟନାୟକଙ୍କୁ ପୁଣି ମୁଖ୍ୟମନ୍ତ୍ରୀ…
ଭୁବନେଶ୍ୱର:ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଦ୍ୱାରା ନିକଟରେ ମନୋନୀତ ହୋଇଥିବା ଯୁବ ସଭାପତି ଚିନ୍ମୟ ସାହୁ ଓ ଛାତ୍ର ସଭାପତି ଇପ୍ସିତା ସାହୁ ଆଜି ଶତାଧିକ ଯୁବ ଛାତ୍ର କର୍ମୀଙ୍କ ସହ ଏକ ପଟୁଆରରେ ଆସି ଶଙ୍ଖ ଭଵନରେ କାର୍ଯ୍ୟଭାର ଗ୍ରହଣ କରିଥିଲେ। ଶଙ୍ଖ ଭଵନରେ ଦୁଇ ନେତାଙ୍କୁ…