ଯବାନ- ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ଜାରି; ୪ ନକ୍ସଲ ନିହତ
ଛତିଶଗଡ଼: ନକ୍ସଲ ପ୍ରଭାବିତ ବିଜାପୁରରେ DRG ଯବାନମାନେ ପୁଣି ଥରେ ଏକ ବଡ଼ ସଫଳତା ହାସଲ କରିଛନ୍ତି। ବିଜାପୁର ଜିଲ୍ଲାରେ ସୁରକ୍ଷା ବାହିନୀ ଏବଂ ନକ୍ସଲଙ୍କ ମଧ୍ୟରେ ଏକ ଏନକାଉଣ୍ଟର ଜାରି ରହିଛି । ଏନକାଉଣ୍ଟର ସମୟରେ ଚାରି ଜଣ ନକ୍ସଲ ନିହତ ହୋଇଛନ୍ତି। ବର୍ତ୍ତମାନ ସର୍ଚ୍ଚ ଅପରେସନ୍ ଜାରି…