Hirakud Dam: ବନ୍ଦ ହେଲା ହୀରାକୁଦ ଡ୍ୟାମ୍ର ଆଉ ୪ ଗେଟ୍
ସମ୍ବଲପୁର: ବନ୍ଦ ହେଲା ହୀରାକୁଦ ଡ୍ୟାମ୍ର ଆଉ ୪ ଗେଟ୍ । ଏବେ ୮ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଏବେ ହୀରାକୁଦର ଜଳସ୍ତର ୬୨୬.୬୦ ଫୁଟ୍ ରହିଛି ।
ବନ୍ୟାକୁ ନେଇ ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢ଼ୀ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି । ସେ କହିଛନ୍ତି,…