ଆଇଏଏସ ଧୀମାନ ଚକ୍ମାଙ୍କୁ ମିଳିଲା ଜାମିନ
କଟକ: ଧର୍ମଗଡ଼ ଉପଜିଲ୍ଲାପାଳ ଧୀମାନ ଚକ୍ମାଙ୍କୁ ମିଳିଲା ଜାମିନ। ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ ହାଇକୋର୍ଟ। ୫ ଲକ୍ଷ ଟଙ୍କାର ୨ ଜାମିନଦାରଙ୍କ ବଦଳରେ ମିଳିଲା ଜାମିନ। ଲାଞ୍ଚ ନେଲା ବେଳେ ଗିରଫ କରିଥିଲା ଭିଜିଲାନ୍ସ।
ସୂଚନା ଅନୁସାରେ ଭିଜିଲାନ୍ସ ଗିରଫ ପରେ ତାଙ୍କ ପଦରୁ ନିଲମ୍ବନ…