ଦୁର୍ଗାପୂଜା ପୂର୍ବରୁ ମରାମତି ହେବ ରାସ୍ତା, ଧାର୍ଯ୍ୟ ସମୟ ଭିତରେ ସରିବ କାମ
ଭୁବନେଶ୍ୱର: ଦୁର୍ଗାପୂଜା ପୂର୍ବରୁ ମରାମତି ହେବ ରାସ୍ତା। ଲଗାଣ ବର୍ଷା କାରଣରୁ ସହରର ଅନେକ ରାସ୍ତାଘାଟ ଖାଲ ହୋଇଯାଇଛି। ଏହି ଖାଲଖମା ରାସ୍ତାକୁ ଦୁର୍ଗାପୂଜା ପୂର୍ବରୁ ମରାମତି କରାଯିବ ବୋଲି ସୂଚନା ଦେଇଛନ୍ତି ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର।
ସବୁ ବିଭାଗର…